ଭୁବନେଶ୍ବର: ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଦିବଙ୍ଗତ ସଦସ୍ୟଙ୍କ ଉଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୬ ଜଣ ପୂର୍ବତନ ସଦସ୍ୟଙ୍କ ଉଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ସେପ୍ଟେମ୍ବର ୨୫ ତାରିଖ ଯାଏଁ ଚାଲିବ ବିଧାନସଭା। ରହିଛି ୭ଟି କାର୍ଯ୍ୟଦିବସ।
powered by social2s

