ଆଜିଠୁ ଭାରତରେ ନୂଆ ଜିଏସ୍‌ଟି; ଅଧିକାଂଶ ସାମଗ୍ରୀ ହେଲା ଶସ୍ତା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆଜିଠୁ ଭାରତରେ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ ହୋଇଛି। ନବରାତ୍ରିର ପ୍ରଥମ ଦିନରେ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭେଟି। ଏଣିକି କେବଳ ୫% ଓ ୧୮% ଟିକସ ବ୍ୟବସ୍ଥା ରହିବ। ୧୨% ଓ ୨୮% ଜିଏସ୍‌ଟି ସ୍ଲାବ୍ ସଂପୂର୍ଣ୍ଣ ଉଚ୍ଛେଦ କରାଯାଇଛି। ଅଧିକାଂଶ ସାମଗ୍ରୀ ହେଲା ଶସ୍ତା, ୩୩ ଜୀବନ ରକ୍ଷାକାରୀ ଔଷଧରେ ଶୂନ ଟିକସ ଲାଗୁ ହେବ।

powered by social2s