ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅତିକ୍ରମ କରିବା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ପଛକୁ ପଛ ଆସୁଛି ଲଘୁଚାପଶ ଆସନ୍ତା ୨୫ ତାରିଖରେ ଆସୁଛି ଆଉ ଏକ ଲଘୁଚାପ। ୨୬ରେ ଅବପାତର ରୂପ ନେବ ସମ୍ଭାବ୍ୟ ଲଘୁଚାପ ୨୭ରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

powered by social2s