ପୁରୀ : ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର। ସ୍ଥାୟୀ ରତ୍ନଭଣ୍ଡାରକୁ ମହାପ୍ରଭୁଙ୍କର ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ଆଜି ସକାଳ ୧୦ଟାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। କେବଳ ଆନନ୍ଦ ବଜାର ଯାଇ ମହାପ୍ରସାଦ ସେବନ କରିପାରିବେ ଭକ୍ତ । ୨୦୨୪ ଜଳାଇରେ ମରାମତି ପାଇଁ ଖୋଲିଥିଲା ବାହାର ଓ ଭିତର ରତ୍ନଭଣ୍ଡାର।
powered by social2s

