୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆସନ୍ତା ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅମଲାପଲି ପଡ଼ିଆରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

powered by social2s