କୋରାପୁଟ: ଆସନ୍ତାକାଲି କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲାପାଳ। ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ । ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଆଶଙ୍କା ରହିଛି।
powered by social2s