ଉପର ପଡ଼ିଆରେ ବି ହେବ ବାଲିଯାତ୍ରା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: ଚଳିତ ବର୍ଷ କଟକ ଉପର ପଡ଼ିଆରେ ବି ହେବ ବାଲିଯାତ୍ରା। ଏନେଇ କୋର୍ଟଙ୍କୁ ସତ୍ୟପାଠ ଦିଆଯିବ କହିଲେ ଜିଲ୍ଲାପାଳ। ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ। ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରାକୁ ନେଇ ଉଠିଥିଲା ବିବାଦ। ଅଧିକାଂଶ ଦଳର ଲୋକ ପ୍ରତିନିଧି ପ୍ରଶାସନର ନିଷ୍ପତ୍ତିକୁ ବିରୋଧ କରିଥିଲେ।

powered by social2s