କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରୁ ୫୫ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ସୂଚନା। ରାତି ଅଧିଆ ଚଢାଉ କରି ବଲାଙ୍ଗିର ପୋଲିସ ଉଦ୍ଧାର କରିଛି। କଣ୍ଟାବାଞ୍ଜି ସହରର ୱାର୍ଡ ନମ୍ବର ୮ର ଏକ ଘର ଭିତରୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ନୂଆପଡ଼ା ଓ ତୁରେଇକେଲା ଅଞ୍ଚଳର ଥିବା ସୂଚନା ଶ୍ରମିକଙ୍କ ମଧ୍ୟରେ ୧୪ ଜଣ ନାବାଳକ ଥିବା ଜଣାପଡ଼ିଛି।
powered by social2s

