ବାରିପଦା: ମୟୁରଭଞ୍ଜ ଜିଲ୍ଲା ବୈସିଙ୍ଗା ଥାନା ବାଛୁରୀପଡ଼ା ଗାଁରେ ବେଆଇନ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବାଲେଶ୍ଵର ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
powered by social2s