ବାର୍‌ହା କବଳରୁ ୫ ପର୍ଯ୍ୟଟକ ଉଦ୍ଧାର, ଜଣେ ପୋଲିସ କର୍ମଚାରୀ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ବାର୍‌ହା କବଳରେ ଥିବା ୫ ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ବାର୍‌ହାକୁ ଘଉଡ଼ାଇ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଅଗ୍ନିଶମ ଓ ବନ କର୍ମଚାରୀ। ହିଂସ୍ର ବାର୍‌ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫ ପର୍ଯ୍ୟଟକ। ବରୁଣେଇ ଶିଖରକୁ ଭୋଜି କରିବାକୁ ଯାଇଥିଲେ ପର୍ଯ୍ୟଟକ। ବାର୍‌ହାକୁ ଟ୍ରାଙ୍କୁଲାଇଜ କରିବା ପରେ ପର୍ଯ୍ୟଟକ ମାନଙ୍କୁ ଉଦ୍ଧାର କରାଯାଇଥିଲା। ପର୍ଯ୍ୟଟକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।

powered by social2s