ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜିଠୁ ପୁରୀ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି। ହବିଷ୍ୟାଳିଙ୍କ ରହିବା ନେଇ ପୁରୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସିଂହଦ୍ଵାରରେ ବ୍ୟାରିକେଡ୍‌ ସହ ସମସ୍ତ ତୀର୍ଥ ପୁଷ୍କରିଣୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ବରେ ୨୨ ପ୍ଲାଟୁନ ପୋଲିସ ଫୋର୍ସ, ୪ ଜଣ ଅତିରିକ୍ତ ଏସ୍‌ପି, ୧୫ ଡିଏସ୍ପି, ୧୫ ଇନ୍ସପେକ୍ଟର, ୬୫ ଏସ୍ଆଇ ଓ ୧୦୦ କନଷ୍ଟେବଳ ମୁତୟନ ଥିବା ସୂଚନା।

powered by social2s