ଜଳେଶ୍ୱର: ବାଲେଶ୍ଵର ଜିଲ୍ଲାରେ ଜାଲରେ ପଡ଼ିଲା ୧ କୋଟି ଟଙ୍କାର ୯୦ଟି ତେଲିଆ ଭୋଳା ମାଛ। ଦୀଘା ମୁହାଣରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ତେଲିଆ ଭୋଳା ମାଛ। କୋଲକାତାର ଏକ ଫାର୍ମା କମ୍ପାନୀ ଏହି ମାଛକୁ ପ୍ରାୟ ୧ କୋଟିରେ କିଣିଛି। ମାଛର ପିତ୍ତ ଓ ଅନ୍ୟାନ୍ୟ ଅଂଶ ଔଷଧ ତିଆରିରେ ବ୍ୟବହାର ହୋଇଥାଏ।
powered by social2s

