ଭଦ୍ରକ: କାଳୀପୂଜା ଅବଧି ୯ ଦିନକୁ ବଢାଇବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି l ଚଳିତ ବର୍ଷଠାରୁ ପ୍ରତିବର୍ଷ ୯ ଦିନ ଧରି କାଳୀ ପୂଜା ଆୟୋଜନ ହେବ। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସୀତାଂଶୁ ମହାପାତ୍ର ବୈଠକରେ ଉପସ୍ଥିତ ଥିଲେ। ୧୦ ଟି ପୂଜା ମଣ୍ଡପକୁ ୫୦ ହଜାର ଟଙ୍କା ସହାୟତା ପାଇଁ ମନ୍ତ୍ରୀ ଘୋଷଣା କରିଛନ୍ତି ।
powered by social2s

