ଆଜି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଜନ୍ମଦିନରେ ପଦଯାତ୍ରା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଭୁବନେଶ୍ବର ଗଙ୍ଗନଗର ପଲ୍ଲୀରୁ ହେବ ଜନସମ୍ପର୍କ ପଦଯାତ୍ରା। ୮୦ ବର୍ଷରେ ପଦାର୍ପଣ କଲେ ନବୀନ।

powered by social2s