କୁଆଖାଇକୁ ଡେଇଁ ମହିଳା ଗୁରୁତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: କୁଆଖାଇ ନଦୀକୁ ଡେଇଁ ପଡ଼ି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ନଦୀ ଭିତରୁ ମହିଳାଙ୍କୁ ଉଦ୍ଧାର କଲେ ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ମହିଳା କାହିଁକି ଡେଇଁଲେ ଜଣାପଡ଼ି ନାହିଁ।

powered by social2s