ଭୁବନେଶ୍ବରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବେନଶ୍ବର କ୍ୟାପିଟାଲ୍ ଥାନା ଅଶୋକ ନଗରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। କ୍ୟାପିଟାଲ୍ ହସ୍ପିଟାଲ୍ ଡାକ୍ତରଙ୍କ ରିପୋର୍ଟ ଆଧାରରେ ମାମଲା ରୁଜୁ କରାଯାଇଛି। ହସ୍ପିଟାଲ୍ ଆଇସିୟୁରେ ପୀଡ଼ିତା ଚିକିତ୍ସାଧୀନ ଥିବା ସୂଚନା। ରକ୍ତାକ୍ତ ଅବସ୍ଥାରେ ପୀଡ଼ତାଙ୍କୁ ଦେଖି ସନ୍ଦେହରେ କ୍ୟାପିଟାଲ୍ ହସ୍ପିଟାଲ୍ ଫାଣ୍ଡି ପୋଲିସକୁ ଜଣାଇଥିଲେ ଡାକ୍ତର।

powered by social2s