ବଙ୍ଗୋପସାଗରରେ ଲଘୁଚାପ ସ୍ରୁଷ୍ଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଦକ୍ଷୀଣପୂର୍ବ ବଙ୍ଗୋପସାଗରରେ ସ୍ରୁଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ରୁଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।

powered by social2s