ସୃଷ୍ଟି ହେଲା ଅବପାତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହେଲା। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅକ୍ଟୋବର ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

powered by social2s