ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ୨୯ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି। ପୁରୀରେ ମଧ୍ୟ ପ୍ରଭାବ ନ କମିବା ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା।
powered by social2s