ଦିଗପହଣ୍ଡି: ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପାତ୍ରପୁରରେ ୩୦୦ ଲୋକଙ୍କୁ କରାଗଲା ସ୍ଥାନାନ୍ତର। ଆଙ୍କୁଲି, ବୁରାତାଲ, ତୁମ୍ବା ପଞ୍ଚାୟତର ୩୦୦ ଲୋକ ସ୍ଥାନାନ୍ତରିତ ହୋଇଛନ୍ତି। ସ୍କୁଲ୍ ଓ କଲ୍ୟାଣମଣ୍ଡପରେ ୩୦୦ ଲୋକଙ୍କୁ କରାଗଲା ସ୍ଥାନାନ୍ତର। ୯ ଗର୍ଭବତୀ ପାତ୍ରପୁର ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା।
powered by social2s

