ଭୁବନେଶ୍ବର: ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା କଲେ ଓଡିଶା ସରକାର। ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ଘୋଷଣା କରାଯାଇଛି। ଦୁଇ ଦିନ ଛୁଟି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
powered by social2s