ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆନ୍ଧ୍ର ପ୍ରଦେଶ କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’। ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଚାଲିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। ପବନର ବେଗ ୯୦ରୁ ୧୦୦ କିମି ପର୍ଯ୍ୟନ୍ତ ରହିଥିବା ସୂଚନା।

powered by social2s