ଖୁବଶୀଘ୍ର ଖୋଲିବ ଗୁଣ୍ଡିଚା ମନ୍ଦିର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଖୁବଶୀଘ୍ର ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର। ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ସହ ସମୀକ୍ଷା ପରେ ଏହି ସୂଚନା ଦିଆଯାଇଛି। ସକାଳୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ। ୨୦ ଜଣ ଜେଟିପି ସ୍କ୍ବାଡ୍‌ ଜଗିବେ। ମନ୍ଦିର ଚତୁଃପାର୍ଶ୍ବ ସଫା କରାଯିବ।

powered by social2s