ଆଜି ପବିତ୍ର ଅଳାଁ ନବମୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସାକ୍ଷୀଗୋପାଳ: ଆଜି ପବିତ୍ର ଅଳାଁ ନବମୀରେ ରାଧା ପାଦ ଦର୍ଶନ। ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହେଉଛି। ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ। ଓଡ଼ିଆଣୀ ବେଶ ଦେଖିବାକୁ ରାତିରୁ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି । ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

powered by social2s