ବୌଦ୍ଧ: ବୌଦ୍ଧ ଜିଲ୍ଲା ଶୀତଳପାଣି ରାସ୍ତାର ବଡ଼ଜୋର ନାଳ ବୁଲାଣିରେ ବାଇକ୍ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବତୀ ହରଭଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି।
powered by social2s