ନଭେମ୍ବର ୭ରେ ଛାତ୍ରଛାତ୍ରୀ ଗାଇବେ ବନ୍ଦେ ମାତରମ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ନଭେମ୍ବର ୭ ତାରିଖରେ ପାଳନ ହେବ 'ବନ୍ଦେ ମାତରମ'ର ୧୫୦ ବର୍ଷ ପୂର୍ତ୍ତି। ସ୍କୁଲ ଓ କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ 'ବନ୍ଦେ ମାତରମ' ଗାନ କରିବେ ଛାତ୍ରଛାତ୍ରୀ। ଏନେଇ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା/ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଛି।

powered by social2s