ଏଣିକି ପ୍ରତି ଶନିବାର ଓ ରବିବାର ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଏଣିକି ପ୍ରତି ଶନିବାର ଓ ରବିବାର ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଆସନ୍ତା ୨୪ ତାରିଖ ଠାରୁ ଲାଗୁ କରାଯିବ ଏହି କଟକଣା। ଏନେଇ ଛତିଶନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ସେହିଭଳି ପୁରୀ ଶ୍ରୀମନ୍ଦିର ଆସୁଥିବା ରାଜ୍ୟ ବାହାର ଭକ୍ତଙ୍କ ପାଇଁ ଆରଟିପିସିଆର ଟେଷ୍ଟ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି।

powered by social2s