କଟକ: କଟକ ବକ୍ସି ବଜାର ମଣି ସାହୁ ଛକରେ ଏକ ପୁରୁଣା କୋଠାର ବାଲକୋନି ଭୁଶୁଡ଼ି ୩ ଜଣ ପ୍ରାଣ ହରାଇଛନ୍ତି। ଏକ ପୁରୁଣା ଆପାର୍ଟମେଣ୍ଟର ବାଲକୋନି ଭୁଶୁଡ଼ିବାରୁ ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପାଞ୍ଚ ବର୍ଷର ଶିଶୁ ଥିବା ସୂଚନା। ଆପାର୍ଟମେଣ୍ଟର ବାଲକୋନି ଏକ ଆଜବେଷ୍ଟସ୍ ଘର ଉପରେ ପଡ଼ିଛି।
powered by social2s

