ପୁରୀ: ଅନଲାଇନରେ ମହାପ୍ରସାଦ ଯୋଗାଇବା ବିଜ୍ଞାପନ ଦେଇ.ଭୁବନେଶ୍ୱରର ଜଣେ ରିଅଲ୍ ଇଷ୍ଟେଟ୍ ବ୍ୟବସାୟୀଙ୍କୁ ଗିରଫ କଲା ପୋଲିସ। ୱବସାଇଟରେ ଅନଲାଇନ ମହାପ୍ରସାଦ ଅର୍ଡର ନେଇ ବିଜ୍ଞାପନ ଦେଇଥିଲେ। ପୁରୀ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏନେଇ ସିଂହଦ୍ଵାର ଥାନାରେ ଦେଇଥିଲେ ଏତଲା।
powered by social2s