ଗୋଚାଲାଣକାରୀ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଯୁବକ ଗୁରୁତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦ୍ରାପଡା: ଗୋଚାଲାଣକାରୀ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଯୁବକ ଗୁରୁତର କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଗଣ୍ଡାଖିଆ ଅଞ୍ଚଳରେ ଗୁଳିକାଣ୍ଡ ହୋଇଛି। କ୍ଲବ ଘରେ ଶୋଇଥିବା ବେଳେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁରୁତର ଯୁବକ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା।

powered by social2s