ଭଙ୍ଗାଗଲା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଗତସିଂହପୁର: ସନ୍ଦିଗ୍ଧ 'ବାଂଲାଦେଶୀ'ଙ୍କ ଘର ଭାଙ୍ଗିଲା ଜଗତ୍ସିଂହପୁର ଜିଲ୍ଲା ପ୍ରଶାସନ। ସଦର ଥାନା ବେହେରାମପୁର ବସ୍ତିରେ ଘର ଉପରେ ବୁଲିଲା ବୁଲ୍‌ଡୋଜର। ମାଜିଷ୍ଟ୍ରେଟ୍ ଓ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଭଙ୍ଗାଗଲା ୧୦ ବଖରା ଘର। ଘଟଣାର ସବୁ ଦିଗରୁ ତଦନ୍ତ ଚାଲିଛି । କେମିତି ଆସିଲେ, କଣ ଲିଙ୍କ୍ ଅଛି, କିଏ ଆଣି ରଖିଲା ତଦନ୍ତ ହେଉଥିବା ସୂଚନା।

powered by social2s