ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସ୍ରୁଷ୍ଟି; ଦାନା ବାନ୍ଧୁଛି ବାତ୍ୟା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଗୁରୁବାର ସୁଦ୍ଧା ବଙ୍ଗୋପସାଗରରେ ସ୍ରୁଷ୍ଟି ହୋଇପାରେ ବାତ୍ୟା। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିଛନ୍ତି ଓଡ଼ିଶା ସରକାର। ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଶ୍ରୀଲଙ୍କା ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।

powered by social2s