୭୨୯୩ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ମଧ୍ୟ ଯୋଗଦେଇଥିଲେ।

powered by social2s