ଓଡ଼ିଶାର ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଓଡ଼ିଶାର ପ୍ରତ୍ୟେକ ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ। ଏନେଇ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍‌ରୁ ପିଅନଙ୍କୁ ଦରମା ଦିଆଯାଉଥିଲା।

powered by social2s