ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେବ ବନକଲାଗି ନୀତି। ୫ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ଣ ୫ଟାରୁ ରାତି ୧୦ଟା ଯାଏ ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।
powered by social2s