ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଅଧ୍ୟାପକ ଗିରଫ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁବନେଶ୍ବର ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗରେ ଜଣେ ଅଧ୍ୟାପକ ଗିରଫ ହୋଇଛନ୍ତି। ଅଭିଯୁକ୍ତ ଅଧ୍ୟାପକ ଗିରଫ ଅଭିଯୋଗ ଆସିବା ପରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲ ଚାକିରିରୁ ବହିଷ୍କୃତ ହୋଇଥିଲେ। ଘଟଣା ପରେ ବିକ୍ଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ମେଡିକାଲ୍‌କୁ ସ୍ଥାନାନ୍ତର କରିଛି ପୋଲିସ୍।

powered by social2s