ଭୁବନେଶ୍ଵର: ଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥବା ସୂଚନା। ପରୀକ୍ଷାର ୩ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଛି। ଦ୍ୱିତୀୟ ବର୍ଷ ଛାତ୍ରଙ୍କ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଜଣାପଡ଼ିଛି। ଦିନ ୨ଟାରେ ପରୀକ୍ଷା ଥିବା ବେଳେ ୧୧ଟା ବେଳେ ପ୍ରଶ୍ନପତ୍ର ଲିକ୍ ହୋଇଛି।
powered by social2s

