ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଲାଞ୍ଜିବେରନା ଅଞ୍ଚଳରେ ଜଣେ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଛାତ୍ରୀଙ୍କ ଶରୀରର ୯୦% ପୋଡ଼ି ଯାଇଥିବାରୁ ଅବସ୍ଥା ସଂକଟାପନ୍ନ ରହିଛି। ଛାତ୍ରୀ ଜଣକ ସର୍ବତି ଦେବୀ କଲେଜର ଯୁକ୍ତ ୩ରେ ଦ୍ଵିତୀୟ ବର୍ଷରେ ପଢ଼ୁଥିଲେ। ତାଙ୍କ ପୁରୁଷ ବନ୍ଧୁଙ୍କ ଯୋଗୁଁ ସେ ଏପରି ପଦକ୍ଷେପ ଗ୍ରହଣ କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୋଲିସ୍।
powered by social2s

