ଆଜି ବାରବାଟୀ ଲଢ଼େଇ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: ଆଜି କଟକ ବାରବାଟୀରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ପ୍ରଥମ ଟି-ଟ୍ବେଣ୍ଟି ମ୍ୟାଚ୍। ସନ୍ଧ୍ୟା ୭ଟାରେ ଖେଳାଯିବ ମ୍ୟାଚ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଣ୍ଟି ବଜାଇ ଆରମ୍ଭ କରିବେ ମ୍ୟାଚ୍। ସୁରକ୍ଷା ଦାୟିତ୍ବରେ ରହିବେ ୫୦ ପ୍ଲାଟୁନ୍ ଫୋର୍ସ ଓ ୩୦୦ରୁ ଅଧିକ ଅଧିକାରୀ । ପାର୍କିଂ ପାଇଁ ୬ଟି ସ୍ଥାନରେ ହୋଇଛି ବ୍ୟବସ୍ଥା। ପ୍ରଥମ ଥର ପାଇଁ ନାଲି ମାଟି ପିଚରେ ହେବ ମୁକାବିଲା।

powered by social2s