ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଛି ସୂଚନା।

powered by social2s