ଭୁବନେଶ୍ୱର: କରୋନା ମାମଲା ବୃଦ୍ଧି ପାଉଥିବା ଦେଖି ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ କରିବାକୁ ନିର୍ଦେଶ ଦେଇଛି ବିଏମସି। ନିଷ୍ପତ୍ତି ଅନୁଯାୟୀ, ଧାର୍ମିକ ଅନୁଷ୍ଠାନ ଗୁଡ଼ିକରେ କେବଳ ନୀତିକାନ୍ତି ଓ ପୂଜାର୍ଚ୍ଚନା ପାଇଁ ଅନୁମତି ରହିଛି। ଭକ୍ତଙ୍କ ପ୍ରବେଶ ଉପରେ ଲାଗିଛି କଟକଣା।
powered by social2s