ଯାଜପୁର: ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ଆଖି ବୁଜିଲେ ସଞ୍ଚିତା। ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ୨୦୦୪ ରୁ ୨୦୦୯ ଯାଏଁ ଯାଜପୁର ଜିଲ୍ଲା କୋରେଇର ବିଧାୟିକା ଥିଲେ। ବାଚସ୍ପତି ସୁରମା ପାଢ଼ୀ ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ ଖବରରେ ଗଭୀର ଶୋକବ୍ୟକ୍ତ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି l
powered by social2s

