ଭୁବନେଶ୍ବର: ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ- ଚାଲାଣ । - ଜନସାଧାରଣଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି। - ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ। - ମୋବାଇଲ ନମ୍ବର ଅପଡେଟ ରଖି ନ ଥିବାରୁ OTP ପାଉ ନ ଥିବା ଗାଡ଼ି ମାଲିକ ଓ ଦୁର୍ବଳ ଇଣ୍ଟରନେଟ ଅଞ୍ଚଳ ଲୋକଙ୍କ ପାଇଁ ହେବ ସହାୟକ। - ଅନଲାଇନରେ ପୂର୍ବ ଭଳି https://echallan.parivahan.gov.in/ ରେ ଇ- ଚାଲାଣ ପୈଠ କରିହେବ।
powered by social2s

