ବରିଷ୍ଠ ଆଇ ପି ଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ବରିଷ୍ଠ ଆଇ ପି ଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର । ସତ୍ୟଜିତ ନାୟକ, ଉମାଶଙ୍କର ଦାସଙ୍କୁ ଆଇ ଜି ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ରୀୟ ଡେପୁଟେସନରେ ଥିବା ଆର୍. ପ୍ରକାଶଙ୍କୁ ମଧ୍ୟ ଆଇ ଜି ପାହ୍ୟା ମିଳିଥିବା ସୁଚନା ଏସ୍‌. ସାଇନିଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ରୀୟ ଡେପୁଟେସନରେ ଥିବା ସୂର୍ୟା ଥାଙ୍କାପାନଙ୍କୁ ମଧ୍ୟ ଅତିରିକ୍ତ ଡିଜି ପାହ୍ୟା ମିଳିଛି। ଏମ୍.ଏସ୍ ସମ୍ପତଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି।

powered by social2s