ପୁରୀ ଶ୍ରୀମନ୍ଦିରରେ ସଠିକ ସମୟରେ ନୀତିକାନ୍ତି ସମାପନ ଉପରେ ଗୁରୁତ୍ଵ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୁରୀ ଶ୍ରୀମନ୍ଦିରରେ ସଠିକ୍‌ ସମୟରେ ନୀତିକାନ୍ତି ସମାପନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। ଇଂରାଜୀ ନବବର୍ଷକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ର ସମ୍ଭାବନା ରହିଛି। ଭିତରକାଠରୁ ଦର୍ଶନ ବନ୍ଦ ରହିବ, ବାହାର କାଠ ନିକଟରୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବେଚ୍ଛାସେବୀ ବ୍ୟବସ୍ଥା କରାଯାଇଛି। ସିଂହଦ୍ବାରରେ ପ୍ରବେଶ ଓ ଅନ୍ୟ ୩ ଦ୍ବାରରେ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ।

powered by social2s