ଭୁବନେଶ୍ବର: ଘନ କୁହୁଡ଼ି ଯୋଗୁଁ ଚିଲିକାରେ ଦିନ ୧୧ଟା ଯାଏଁ ଡଙ୍ଗା ଚଳାଚଳ ମନା। କୁହୁଡ଼ି ନକମିବା ଯାଏଁ ଡଙ୍ଗା ଚଳାଚଳ ବନ୍ଦ ରଖିବାକୁ ପୁରୀ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଘନ କୁହୁଡ଼ି ଯୋଗୁଁ ଚିଲିକାରେ ଫସିଥିଲା ଭସାପୋଲ। ଭସାପୋଲରୁ ଖସି ପଡ଼ି ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା।
powered by social2s

