ବାରିପଦା: ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳରେ ତାପମାତ୍ରା ‘ଶୂନ’ ରେକର୍ଡ କରାଯାଇଛି। ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ନେଇ ସୂଚନା ଦେଇଛନ୍ତି ଆର୍ସିସିଏଫ୍ କାର୍ଯ୍ୟାଳୟ । ଚହଲାରେ ୨, ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
powered by social2s