ବ୍ରାହ୍ମଣୀ ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ରାଉରକେଲା: ବ୍ରାହ୍ମଣୀ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ମହିଳା। ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲି ନିକଟରେ ଘଟିଛି ଘଟଣା। ପୋଲିସ ଓ ଅଗ୍ନିଶମ ବାହିନୀ ମହିଳାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନା ମିଳିଛି। ପାରିବାରିକ କଲହରୁ ମହିଳା ଜଣକ ଏପରି ପଦକ୍ଷେପ ନେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି।

powered by social2s