ଭୁବନେଶ୍ବର: ଭୁବନେଶ୍ଵର କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍। ହଠାତ୍ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଗଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
powered by social2s

