ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଗତକାଲି ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି, ଉପାସରେ ରହିଛନ୍ତି ମହାପ୍ରଭୁ ଲିଙ୍ଗରାଜ। ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ବାବା ଲିଙ୍ଗରାଜଙ୍କ ପାଖରେ ଲାଗିପାରିନି ଭୋଗ। ଗତକାଲି କ୍ଷୀର ଆଉଟା ନୀତିକୁ ନେଇ ଲାଗିରହିଛି ବିବାଦ।

powered by social2s